Headlines

ବରିଷ୍ଠ ବିଜେପି ନେତା ଦାମ ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ରଙ୍କ ପରଲୋକ।

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଦାମ ରାଉତଙ୍କ ଧର୍ମପତ୍ନୀ ସ୍ନେହଲତା ମହାପାତ୍ରଙ୍କ ପରଲୋକ ଘଟିଛି। ୭୨ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ ହୋଇଛି।ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ।
ସମ୍ବାଦଦାତା ଜଗନ୍ନାଥ ପ୍ରସାଦ ମହାନ୍ତି।

Share this:

Post a Comment

 
Copyright © Update Odia. Jagannathmohantypapun4@gmail.com, 9437146387